୨ ଥେସଲନୀକୀୟ 2:7 - ଓଡିଆ ବାଇବେଲ7 କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ । Gade chapit laପବିତ୍ର ବାଇବଲ (Re-edited) - (BSI)7 କାରଣ ଅଧର୍ମର ନିଗୂଢ଼ତତ୍ତ୍ଵ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ଦୂରୀକୃତ ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ। Gade chapit laପବିତ୍ର ବାଇବଲ (CL) NT (BSI)7 ଇତିମଧ୍ୟରେ ତା’ର ରହସ୍ୟପୂର୍ଣ୍ଣ ଦୂରନ୍ତପଣ ପାର୍ଯ୍ୟ କରୁଅଛି; ମାତ୍ର ତାହାର ପ୍ରତିରୋଧକାରୀ ବ୍ୟକ୍ତି ଦୂର ନ ହେବା ପର୍ଯ୍ୟନ୍ତ ସେହି ଦୁର୍ଘଟଣା ଘଟିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ। Gade chapit laପବିତ୍ର ବାଇବଲ7 ସଂସାରରେ ଏବେ ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତି କାମ କରୁଛି। କିନ୍ତୁ ଜଣେ ମାତ୍ର ଅଛନ୍ତି ଯିଏ, ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତିକୁ ଅଟକାଉଛନ୍ତି। ସେ ଦୃଶ୍ୟପଟରୁ ଦୂରେଇ ନ ଯିବା ପର୍ଯ୍ୟନ୍ତ ସେହି ଶକ୍ତିକୁ ପ୍ରତିରୋଧ କରୁଥିବେ, Gade chapit la |