୨ ଥେସଲନୀକୀୟ 3:17 - ଓଡିଆ ବାଇବେଲ17 ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନ ସ୍ୱରୂପ, ମୁଁ ଏହିପରି ଲେଖେ । Gade chapit laପବିତ୍ର ବାଇବଲ (Re-edited) - (BSI)17 ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନ ସ୍ଵରୂପ, ମୁଁ ଏହିପରି ଲେଖେ। Gade chapit laପବିତ୍ର ବାଇବଲ (CL) NT (BSI)17 ପ୍ରଭୁ ତୁମ ସମସ୍ତଙ୍କର ନିକଟରେ ରହନ୍ତୁ। ମୁଁ ନିଜ ହାତରେ ଏହା ଲେଖୁଛି - “ପାଉଲଙ୍କଠାରୁ ଶୁଭେଚ୍ଛା” ମୋର ସମସ୍ତ ପତ୍ର ମୁଁ ଏହିପରିଭାବେ ସ୍ୱାକ୍ଷରିତ କରି ଲେଖିଥାଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନସ୍ୱରୂପ, ମୁଁ ଏହିପରି ଲେଖେ। Gade chapit laପବିତ୍ର ବାଇବଲ17 ମୁଁ ପାଉଲ, ମୋ’ ନିଜ ହାତରେ ଲେଖିଥିବା ଏହି ପତ୍ର ମୋ’ ଦସ୍ତଖତ କରି ସମାପ୍ତ କରୁଛି। ପତ୍ରଗୁଡ଼ିକ ମୋର ବୋଲି ଜଣାଇ ଦେବା ପାଇଁ ମୁଁ ମୋର ସମସ୍ତ ପତ୍ରରେ ଦସ୍ତଖତ କରିଛି। ମୋ’ ଲେଖିବାର ଢଙ୍ଗ ଏହିପରି। Gade chapit la |