୨ ତୀମଥି 2:25 - ଓଡିଆ ବାଇବେଲ25 ତାହାହେଲେ କେଜାଣି ଈଶ୍ୱର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନପରିବର୍ତ୍ତନରୂପ ବର ଦେବେ, Gade chapit laପବିତ୍ର ବାଇବଲ (Re-edited) - (BSI)25 ଓ ସହିଷ୍ଣୁ ହେବା ଏବଂ ବିରୋଧୀମାନଙ୍କୁ ମୃଦୁ ଭାବରେ ଶାସନ କରିବା ଉଚିତ; ତାହାହେଲେ କେଜାଣି ଈଶ୍ଵର ସେମାନଙ୍କୁ ସତ୍ୟ ସମ୍ଵନ୍ଧରେ ଜ୍ଞାନପ୍ରାପ୍ତ ହେବା ପାଇଁ ମନପରିବର୍ତ୍ତନରୂପ ବର ଦେବେ , Gade chapit laପବିତ୍ର ବାଇବଲ (CL) NT (BSI)25 ତାଙ୍କୁ ବିରୋଧ କରୁଥିବା ଲୋକମାନଙ୍କର ଦୋଷତ୍ରୁଟି ସେ ମୃଦୁ ଭାବରେ ଦର୍ଶାଇ ଦେଉଥିବେ, କାରଣ ଅନୁତାପ କରି ସତ୍ୟ ଉପଲବ୍ଧି କରିବାକୁ ହୁଏତ ଦିନେ ଈଶ୍ୱର ସେମାନଙ୍କୁ ଅବକାଶ ଦେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ, Gade chapit laପବିତ୍ର ବାଇବଲ25 ଯେଉଁମାନେ ତାଙ୍କୁ ବିରୋଧ କରନ୍ତି, ସେମାନଙ୍କୁ ଭଦ୍ର ଭାବରେ ଶିଖାଇବା ଉଚିତ୍। ହୁଏତ ପରମେଶ୍ୱର ସେମାନଙ୍କ ହୃଦୟରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରିବେ, ଯାହାଦ୍ୱାରା ସେମାନେ ସତ୍ୟକୁ ଗ୍ରହଣ କରିବେ। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।