Biblia Todo Logo
Bib sou entènèt

- Piblisite -




୨ ତୀମଥି 4:21 - ଓଡିଆ ବାଇବେଲ

21 ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର । ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଯନି କର। ଇଉବୁଲ୍, ପୁଦେନ୍ସ୍, ଲିନ, କ୍ଳୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଶୀତ ଋତୁ ପୂର୍ବରୁ ଏଠାକୁ ଆସିବା ପାଇଁ ଚେଷ୍ଟା କର। ଇଉବୁଲସ୍, ପୁଦେନସ୍, ଲିନସ୍, କ୍ଲାଦିଆ ଏବଂ ଏଠିକାର ଅନ୍ୟାନ୍ୟ ଖ୍ରୀଷ୍ଟବିଶ୍ୱାସୀ ଭାଇମାନେ ତୁମକୁ ଶୁଭେଚ୍ଛା ଜଣାଉଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର। ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

21 ଶୀତଦିନ ପୂର୍ବରୁ ମୋ’ ପାଖକୁ ଆସିବା ପାଇଁ ପୂର୍ଣ୍ଣ ଚେଷ୍ଟା କର। ଇଉବୁଲ, ପୁଦେ‌ନ୍‌ସ୍, ଲିନ, କ୍ଳୌଦିୟା ଓ ଅନ୍ୟସମସ୍ତ ଭାଇଭଉଣୀ ତୁମ୍ଭକୁ ନମସ୍କାର ଜଣାଇଛନ୍ତି।

Gade chapit la Kopi




୨ ତୀମଥି 4:21
11 Referans Kwoze  

ଶୀଘ୍ର ମୋ ନିକଟକୁ ଆସିବାକୁ ଚେଷ୍ଟା କର;


ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।


ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା ।


ତୁମ୍ଭର ମନୋନୀତା ଭଗିନୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ଆମେନ୍ ।


ତ୍ରୋୟାରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକ ଗୁଡ଼ିକ, ବିଶେଷତଃ ଚର୍ମ ପୁସ୍ତକଗୁଡ଼ିକ ଆଣିବ ।


ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥି- ନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;


ସମସ୍ତ ସାଧୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।


ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର ।


କାରଣ ତୁମ୍ଭର ବିବାଦୀ ସହିତ ଶାସନକର୍ତ୍ତାଙ୍କ ଛାମୁକୁ ଯାଉଥିବା ସମୟରେ ପଥ ମଧ୍ୟରେ ତାହାଠାରୁ ମୁକ୍ତ ହେବା ପାଇଁ ଚେଷ୍ଟା କର, କାଳେ ସେ ତୁମ୍ଭକୁ ବିଚାରକର୍ତ୍ତାଙ୍କ ନିକଟକୁ ଟାଣି ନେଇଯିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ଉଚ୍ଚପଦସ୍ଥ କର୍ମଚାରୀଙ୍କ ହସ୍ତରେ ସମର୍ପଣ କରିବେ, ଆଉ ଉଚ୍ଚପଦସ୍ଥ କର୍ମଚାରୀ ତୁମ୍ଭକୁ କାରାଗାରରେ ପକାଇବ ।


ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ବା ତୁଖିକକୁ ପଠାଇବି, ସେତେବେଳେ ନୀକପଲିରେ ମୋ ପାଖକୁ ଆସିବା ପାଇଁ ଉଦ୍ୟମ କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି ।


Swiv nou:

Piblisite


Piblisite