Biblia Todo Logo
Bib sou entènèt

- Piblisite -




ପ୍ରେରିତ 1:5 - ଓଡିଆ ବାଇବେଲ

5 କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯୋହନ ଜଳରେ ଦୀକ୍ଷିତ କରାଇଲେ, କିନ୍ତୁ ଅଳ୍ପ ଦିନ ମଧ୍ୟରେ ତୁମ୍ଭେମାନେ ପବିତ୍ରଆତ୍ମାରେ ଦୀକ୍ଷିତ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”

Gade chapit la Kopi

ପବିତ୍ର ବାଇବଲ

5 ଯୋହନ ଲୋକମାନଙ୍କୁ ଜଳରେ ବାପ୍ତିସ୍ମ ଦେଇଥିଲେ, କିନ୍ତୁ ଅଳ୍ପ ଦିନ ଭିତରେ ତୁମ୍ଭେମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିଜିତ ହେବ।”

Gade chapit la Kopi




ପ୍ରେରିତ 1:5
16 Referans Kwoze  

ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ ।


ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ ।


ଯେଣୁ ଆମ୍ଭେମାନେ ଯିହୂଦୀ ହେଉ ବା ଗ୍ରୀକ୍‍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛ ।


ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;


ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ ।


ସେଥିରେ ପାଉଲ କହିଲେ, ଯୋହନ ମନପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ ।


ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୂଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;


ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି ।


ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।


ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦନ ନଦୀରେ ବାପ୍ତିଜିତ ହେଲେ ।


ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ;


ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି ।


Swiv nou:

Piblisite


Piblisite