ପ୍ରେରିତ 10:2 - ଓଡିଆ ବାଇବେଲ2 ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ । ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ । Gade chapit laପବିତ୍ର ବାଇବଲ (Re-edited) - (BSI)2 ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ଵରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ଵରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ। Gade chapit laପବିତ୍ର ବାଇବଲ (CL) NT (BSI)2 ସେ ଜଣେ ଧାର୍ମିକ ଲୋକ ଥିଲେ। ସେ ଓ ତାଙ୍କ ପରିବାରର ସମସ୍ତେ ଈଶ୍ୱରଙ୍କୁ ଉପାସନା କରୁଥିଲେ। ସେ ଦରିଦ୍ର ଇହୁଦୀମାନଙ୍କର ଉପକାର ପାଇଁ ବହୁତ କିଛି କରୁଥିଲେ ଓ ଅବିରତ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ବରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ। Gade chapit laପବିତ୍ର ବାଇବଲ2 ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ୟ ପରମେଶ୍ୱରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ। Gade chapit la |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।