Biblia Todo Logo
Bib sou entènèt

- Piblisite -




ପ୍ରେରିତ 11:4 - ଓଡିଆ ବାଇବେଲ

4 କିନ୍ତୁ ପିତର ବିଷୟଟିର ସବୁ କଥା ବୁଝାଇବାକୁ ଆରମ୍ଭ କରି କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିନ୍ତୁ ପିତର ବିଷୟଟି ଆଦ୍ୟପ୍ରା; ବୁଝାଇବାକୁ ଆରମ୍ଭ କରି କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 କିନ୍ତୁ ଆରମ୍ଭରୁ ଯାହା ଯାହା ଘଟିଥିଲା, ପିତର ସେମାନଙ୍କୁ ତାହରା ସଂପୂର୍ଣ୍ଣ ବିବରଣୀ ଦେବାକୁ ଯାଇ କହିଲେ:

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ ପିତର ବିଷୟଟିର ସବୁ କଥା ବୁଝାଇବାକୁ ଆରମ୍ଭ କରି କହିଲେ,

Gade chapit la Kopi

ପବିତ୍ର ବାଇବଲ

4 ତେଣୁ ପିତର ସେମାନଙ୍କୁ ସମସ୍ତ ଘଟଣାମାନ ବୁଝାଇ କହିଲେ,

Gade chapit la Kopi




ପ୍ରେରିତ 11:4
5 Referans Kwoze  

ଅତଏବ, ହେ ମାନ୍ୟବର ଥିୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ ମନେ କଲି,


ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ ।


କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।


ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ । କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇଦେଉଥିଲେ ।


Swiv nou:

Piblisite


Piblisite