Biblia Todo Logo
Bib sou entènèt

- Piblisite -




ପ୍ରେରିତ 11:7 - ଓଡିଆ ବାଇବେଲ

7 ପୁଣି, ମୋତେ କୁହାଯାଉଥିବା ଗୋଟିଏ ବାଣୀ ମଧ୍ୟ ମୁଁ ଶୁଣିଲି, ହେ ପିତର, ଉଠ, ବଧ କରି ଭୋଜନ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ମୋତେ କୁହାଯାଉଥିବା ଗୋଟିଏ ବାଣୀ ମଧ୍ୟ ମୁଁ ଶୁଣିଲି, ହେ ପିତର, ଉଠ, ବଧ କରି ଭୋଜନ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତା’ପରେ ମୁଁ ଏହି ବାଣୀ ଶୁଣିଲି, ‘ପିତର! ଉଠ, ବଧ କରି ଭୋଜନ କର।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ମୋତେ କୁହାଯାଉଥିବା ଗୋଟିଏ ବାଣୀ ମଧ୍ୟ ମୁଁ ଶୁଣିଲି, “ହେ ପିତର, ଉଠ, ବଧ କରି ଭୋଜନ କର।”

Gade chapit la Kopi

ପବିତ୍ର ବାଇବଲ

7 ତା'ପରେ ମୁଁ ଗୋଟିଏ ସ୍ୱର ଶୁଣିଲି, ‘ପିତର ଉଠ। ଏମାନଙ୍କ ଭିତରୁ କୌଣସିଟିକୁ ମାରି ଖାଅ।’

Gade chapit la Kopi




ପ୍ରେରିତ 11:7
3 Referans Kwoze  

ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,


କିନ୍ତୁ ମୁଁ କହିଲି, ନାହିଁ, ପ୍ରଭୁ ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ ।


କାରଣ ଈଶ୍ୱରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ,


Swiv nou:

Piblisite


Piblisite