Biblia Todo Logo
Bib sou entènèt

- Piblisite -




ପ୍ରେରିତ 12:16 - ଓଡିଆ ବାଇବେଲ

16 କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ପିତର ଦ୍ଵାରରେ ବାରମ୍ଵାର ମାରୁଥିଲେ, ଆଉ ସେମାନେ ଫିଟାଇ ତାଙ୍କୁ ଦେଖି ଆଚମ୍ଵିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ପିତର ବାରମ୍ବାର କବାଟରେ ଆଘାତ କରୁଥିଲେ। ଶେଷରେ ସେମାନେ କବାଟ ଫିଟାଇ ତାଙ୍କୁ ଦେଖି ଆଶ୍ଚର୍ଯ୍ୟ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

16 କିନ୍ତୁ ପିତର କବାଟରେ ଠକ୍ ଠକ୍ କରି ଗ୍ଭଲିଥିଲେ। ବିଶ୍ୱାସୀମାନେ ଯେତେବେଳେ କବାଟ ଖୋଲିଲେ ସେତେବେଳେ ପିତରଙ୍କୁ ଦେଖି ବିସ୍ମିତ ହୋଇଗଲେ।

Gade chapit la Kopi




ପ୍ରେରିତ 12:16
3 Referans Kwoze  

ସେମାନେ ତାହାକୁ କହିଲେ, ତୁ ବାୟାଣୀ । କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା । ସେମାନେ କହିଲେ, ଏ ତାଙ୍କର ଦୂତ ।


କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ । ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ ।


ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା ।


Swiv nou:

Piblisite


Piblisite