Biblia Todo Logo
Bib sou entènèt

- Piblisite -




ପ୍ରେରିତ 12:2 - ଓଡିଆ ବାଇବେଲ

2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ଼୍ଗରେ ବଧ କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ଯୋହନଙ୍କ ଭ୍ରାତା ଯାକୁବଙ୍କୁ ଖଡ଼୍‍ଗରେ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ୍ଗରେ ହତ୍ୟା କରାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ୍ଗରେ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ

2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଣ୍ଡାରେ ହତ୍ୟା କରିଦେଲେ।

Gade chapit la Kopi




ପ୍ରେରିତ 12:2
10 Referans Kwoze  

କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ଼୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ


ସେମାନେ ତାହାଙ୍କୁ କହିଲେ, ପାରୁ । ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ ।


କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କ'ଣ ମାଗୁଅଛ, ତାହା ଜାଣୁ ନାହଁ । ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର ? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇ ପାର ?


ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ ।


ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋ’ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”


ଏଥିଉତ୍ତାରେ ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ୍ଗରେ ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍‍କୁ ଜଣାଇଲେ।


ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍‍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇ ଦେଲା।”


ସେମାନେ ତାହାଙ୍କୁ କହିଲେ, "ଆମ୍ଭେମାନେ ପାରୁ" । ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି, ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ;


ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ ।


Swiv nou:

Piblisite


Piblisite