Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:44 - ଓଡିଆ ବାଇବେଲ

44 ପୁଣି, ପରବର୍ତ୍ତୀ ବିଶ୍ରାମବାରରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ୱରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ପୁଣି, ପରବର୍ତ୍ତୀ ବିଶ୍ରାମବାରରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ଵରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 ପରବର୍ତ୍ତୀ ବିଶ୍ରାମବାର ଦିନ ସହରର ସମସ୍ତେ ପ୍ରଭୁଙ୍କ ବାକ୍ୟ ଶୁଣିବା ପାଇଁ ମନ୍ଦିରରେ ଉପସ୍ଥିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ପୁଣି, ପରବର୍ତ୍ତୀ ବିଶ୍ରାମବାର ଦିନରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ବରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

44 ପରବର୍ତ୍ତୀ ବିଶ୍ରାମବାରରେ ସହରର ପ୍ରାୟସବୁ ଲୋକ ପ୍ରଭୁଙ୍କ ବାକ୍ୟ ଶୁଣିବା ପାଇଁ ଏକାଠି ହେଲେ।

Gade chapit la Kopi




ପ୍ରେରିତ 13:44
6 Referans Kwoze  

ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ ?


ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।”


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କୁ ଭେଟିବା ପାଇଁ ବାହାରି ଆସିଲେ, ପୁଣି, ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ଚାଲିଯିବା ପାଇଁ ବିନତି କଲେ ।


ସେମାନେ ପର୍ଗୀଠାରେ ଯାତ୍ରା କରି ପିସିଦିଆର ଆନ୍ତିୟଖିଆରେ ପହଞ୍ଚିଲେ, ଆଉ ବିଶ୍ରାମବାରରେ ସମାଜଗୃହକୁ ଯାଇ ବସିଲେ ।


Swiv nou:

Piblisite


Piblisite