ପ୍ରେରିତ 15:11 - ଓଡିଆ ବାଇବେଲ11 କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ । Gade chapit laପବିତ୍ର ବାଇବଲ (Re-edited) - (BSI)11 କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ଵାସ କରୁଅଛୁ। Gade chapit laପବିତ୍ର ବାଇବଲ (CL) NT (BSI)11 ନା, ଏହା ଠିକ୍ ନୁହେଁ। ସେମାନେ ଯେଉଁ ବିଶ୍ୱାସ କରି ପରିତ୍ରାଣ ପାଇଛନ୍ତି, ଆମେ ମଧ୍ୟ ଠିକ୍ ସେହିପରି ବିଶ୍ୱାସ କରି ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ଦ୍ୱାରା ପରିତ୍ରାଣ ପାଇଅଛୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ। Gade chapit laପବିତ୍ର ବାଇବଲ11 ଆମ୍ଭର ବିଶ୍ୱାସ ଯେ ଆମ୍ଭେ ଓ ଏ ଲୋକମାନେ ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ଦ୍ୱାରା ରକ୍ଷା ପାଇଛୁ।” Gade chapit la |
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ ।