Biblia Todo Logo
Bib sou entènèt

- Piblisite -




ପ୍ରେରିତ 16:4 - ଓଡିଆ ବାଇବେଲ

4 ପୁଣି, ସେମାନେ ନଗରସମୁହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସେମାନେ ନଗରସମୂହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ଵାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ବିଭିନ୍ନ ସହର ମଧ୍ୟଦେଇ ଯିବା ସମୟରେ ସେମାନେ ବିଶ୍ୱାସୀମାନଙ୍କୁ ଯିରୂଶାଲମସ୍ଥ ପ୍ରେରିତ ଶିଷ୍ୟ ଓ ବୟୋଜ୍ୟେଷ୍ଠ ନେତାମାନଙ୍କ ଦ୍ୱାରା ପ୍ରଣୀତ ନୀତି ନିୟମ ସବୁ ବୁଝାଇ, ସେସବୁ ପାଳନ କରିବା ପାଇଁ କହୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସେମାନେ ନଗରସମୂହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

4 ସେମାନେ ନଗରରୁ ନଗର ଭ୍ରମଣ କଲାବେଳେ ଯିରୁଶାଲମରେ ଥିବା ପ୍ରେରିତ ଓ ପ୍ରାଚୀନମାନଙ୍କର ଉପଦେଶ ଓ ନିଷ୍ପତ୍ତିଗୁଡ଼ିକ ବିଷୟରେ ବିଶ୍ୱାସୀମାନଙ୍କୁ କହୁଥିଲେ ଓ ସେହି ଉପଦେଶଗୁଡ଼ିକୁ ପାଳନ କରିବାକୁ ସେମାନଙ୍କୁ ପ୍ରବର୍ତ୍ତାଉ ଥିଲେ।

Gade chapit la Kopi




ପ୍ରେରିତ 16:4
5 Referans Kwoze  

ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ ।


ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ ।


ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ ।


ପରେ ସେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହି ସବୁ ବର୍ଣ୍ଣନା କଲେ ।


Swiv nou:

Piblisite


Piblisite