Biblia Todo Logo
Bib sou entènèt

- Piblisite -




ପ୍ରେରିତ 16:7 - ଓଡିଆ ବାଇବେଲ

7 ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ମିଷୀଆର ସୀମାରେ ପହଞ୍ଚି ବିଥିନିଆ ପ୍ରଦେଶକୁ ଯିବାକୁ ବାହାରିବାବେଳେ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆ ପ୍ରଦେଶକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ସେମାନେ ମୂସିଆ ଦେଶକୁ ଆସିଲା ପରେ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ। କିନ୍ତୁ ଯୀଶୁଙ୍କ ଆତ୍ମା ସେମାନଙ୍କୁ ଯିବା ପାଇଁ ଅନୁମତି ଦେଲେ ନାହିଁ।

Gade chapit la Kopi




ପ୍ରେରିତ 16:7
8 Referans Kwoze  

କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,


କିନ୍ତୁ ଈଶ୍ୱରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ । ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ ।


ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,


ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି ।


ସେତେବେଳେ ଆତ୍ମା ଫିଲିପ୍ପଙ୍କ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର ।


ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ ।


ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ ।


ସେମାନେ ମୂସିଆ ପାଖ ଦେଇ ତ୍ରୋୟାକୁ ଆସିଲେ ।


Swiv nou:

Piblisite


Piblisite