Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:7 - ଓଡିଆ ବାଇବେଲ

7 ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ସେମାନେ ବାର ଜଣ ପୁରୁଷ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ।

Gade chapit la Kopi

ପବିତ୍ର ବାଇବଲ

7 ସେମାନେ ସମୁଦାୟ ବାରଜଣ ଥିଲେ।

Gade chapit la Kopi




ପ୍ରେରିତ 19:7
3 Referans Kwoze  

ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ ।


ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ୱରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ ।


ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ ।


Swiv nou:

Piblisite


Piblisite