Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:13 - ଓଡିଆ ବାଇବେଲ

13 କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ ଅନ୍ୟମାନେ ବିଦ୍ରୂପ କରି କହିଲେ, ଏମାନେ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 କିନ୍ତୁ ଅନ୍ୟମାନେ ବିଶ୍ୱାସୀମାନଙ୍କୁ ବିଦ୍ରୂପ କରି କହିଲେ, “ଏହି ଲୋକମାନେ ମାତାଲ ହୋଇଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ଅନ୍ୟ ଲୋକମାନେ ପ୍ରେରିତମାନଙ୍କୁ ଉପହାସ କରି କହିଲେ, “ଏମାନେ ସମସ୍ତେ ମଦପିଇ ମାତାଲ ହୋଇଛନ୍ତି।”

Gade chapit la Kopi




ପ୍ରେରିତ 2:13
10 Referans Kwoze  

ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କ'ଣ ସେମାନେ କହିବେ ନାହିଁ ?


କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି,ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର ।


ତହିଁରେ ଏଲି ତାହାକୁ କହିଲେ, ତୁମ୍ଭେ କେତେ କାଳ ମତ୍ତ ହୋଇଥିବ ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।


ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ପରି ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।


ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।


ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋ’ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।


ଦେଖ, ମୋ’ ଉଦର ବନ୍ଦ ଦ୍ରାକ୍ଷାରସ ତୁଲ୍ୟ; ନୂତନ କୁମ୍ପା ପରି ତାହା ଫାଟିବାକୁ ଉଦ୍ୟତ।


ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,


ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।


Swiv nou:

Piblisite


Piblisite