Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:15 - ଓଡିଆ ବାଇବେଲ

15 କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି,ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ୍ ନୁହନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତୁମ୍ଭେମାନେ ମନେ କରୁଛ, ଏମାନେ ମାତାଲ। ନା, ଏମାନେ ମାତାଲ ନୁହଁନ୍ତି, କାରଣ ବର୍ତ୍ତମାନ ସମୟ ସକାଳ ନ’ଟା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେମାନେ ଯାହା ଅନୁମାନ କରୁଛ ଯେ, ଏମାନେ ମାତାଲ, ତାହା ନୁହେଁ, କାରଣ ବର୍ତ୍ତମାନ ତ’ ସକାଳ ନ’ଟା ବାଜିଛି।

Gade chapit la Kopi




ପ୍ରେରିତ 2:15
5 Referans Kwoze  

ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୁ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।


ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,


ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ ।


କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି,ଏହା ସେହି ଘଟଣା ଅଟେ;


Swiv nou:

Piblisite


Piblisite