Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:18 - ଓଡିଆ ବାଇବେଲ

18 ହଁ, ସେହି କାଳରେ ଅାମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ହଁ, ସେହି କାଳରେ ଆମ୍ଭେ ନିଜ ଦାସଦାସୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ହଁ, ମୋ’ ସେବକ ସେବିକାମାନଙ୍କ ଉପରେ ସେତେବେଳେ ମୁଁ ମୋର ଆତ୍ମା ଢାଳି ଦେବି ସେମାନେ ମୋର ବାର୍ତ୍ତା ଘୋଷଣା କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ହଁ, ସେହି କାଳରେ ଆମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ।

Gade chapit la Kopi

ପବିତ୍ର ବାଇବଲ

18 ହଁ, ସେତେବେଳେ ମୁଁ ନିଜ ସେବକ ସେବିକାମାନଙ୍କ ଉପରେ ନିଜ ଆତ୍ମା ଢାଳି ଦେବି, ସେମାନେ ଭବିଷ୍ୟ‌ଦ୍‌ବାଣୀ କହିବେ।

Gade chapit la Kopi




ପ୍ରେରିତ 2:18
7 Referans Kwoze  

ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୂଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି ।


ଯିହୂଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ ।


ଆମ୍ଭେମାନେ ସେହି ସ୍ଥାନରେ ଅନେକ ଦିନ ରହିଲା ପରେ ଆଗାବ ନାମକ ଜଣେ ଭାବବାଦୀ ଯିହୂଦା ପ୍ରଦେଶରୁ ଆସିଲେ ।


କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,


ଈଶ୍ୱର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଅାମ୍ଭେ ସମସ୍ତ ମର୍ତ୍ତ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ ।


ଅାମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୂତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା ।


Swiv nou:

Piblisite


Piblisite