Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:11 - ଓଡିଆ ବାଇବେଲ

11 ସେ ପରେ ଉପରକୁ ଯାଇ ରୁଟି ଭାଙ୍ଗି ଭୋଜନ କଲେ, ପୁଣି, ସେମାନଙ୍କ ସହିତ ପ୍ରଭାତ ହେବା ପର୍ଯ୍ୟନ୍ତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପରେ ସେ ଉପରକୁ ଯାଇ ରୋଟୀ ଭାଙ୍ଗି ଭୋଜନ କଲେ, ପୁଣି ପ୍ରଭାତ ହେବା ପର୍ଯ୍ୟନ୍ତ ସେମାନଙ୍କ ସହିତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତା’ପରେ ସେ ଉପରକୁ ଫେରି ଯାଇ ରୋଟୀ ଭାଙ୍ଗି ଭୋଜନ କଲେ ଓ ସୂର୍ଯ୍ୟୋଦୟ ହେବା ପର୍ଯ୍ୟନ୍ତ ସେମାନଙ୍କ ସହିତ ବହୁତ କଥାବାର୍ତ୍ତା କରି ସେଠାରୁ ପ୍ରସ୍ଥାନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେ ପରେ ଉପରକୁ ଯାଇ ରୁଟି ଭାଙ୍ଗି ଭୋଜନ କଲେ, ପୁଣି, ସେମାନଙ୍କ ସହିତ ପ୍ରଭାତ ହେବା ପର୍ଯ୍ୟନ୍ତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ।

Gade chapit la Kopi

ପବିତ୍ର ବାଇବଲ

11 ତା'ପରେ ପାଉଲ ଉପରକୁ ଯାଇ ରୋଟୀ ଭାଙ୍ଗି ଖାଇଲେ। ସେ ସେମାନଙ୍କ ସହିତ ଅଧିକ ସମୟ ପାହାନ୍ତିଆ ପର୍ଯ୍ୟନ୍ତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ।

Gade chapit la Kopi




ପ୍ରେରିତ 20:11
4 Referans Kwoze  

ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲେ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ ।


ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆହୁରି ଦୀର୍ଘ ଉପଦେଶ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା ।


ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ ।


ଆଉ ସେମାନେ ସେହି ଯୁବାକୁ ଜୀବିତ ପାଇ ଅତ୍ୟନ୍ତ ଆଶ୍ୱାସ ପାଇଲେ ।


Swiv nou:

Piblisite


Piblisite