Biblia Todo Logo
Bib sou entènèt

- Piblisite -




ପ୍ରେରିତ 22:9 - ଓଡିଆ ବାଇବେଲ

9 ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯେଉଁମାନେ ମୋʼ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ତାହାଙ୍କ ସ୍ଵର ଶୁଣିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ମୋ’ ସଙ୍ଗରେ ଥିବା ଲୋକମାନେ ସେହି ଆଲୋକ ଦେଖିଲେ, କିନ୍ତୁ ମୋ’ ସହିତ କଥା କହୁଥିବା ବ୍ୟକ୍ତିଙ୍କର ସ୍ୱର ଶୁଣି ପାରିଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

9 ମୋ’ ସହିତ ଥିବା ଲୋକମାନେ ମଧ୍ୟ ସେହି ଆଲୋକ ଦେଖି ପାରିଲେ। କିନ୍ତୁ ସେମାନେ ମୋତେ କୁହାଯିବା ବାକ୍ୟ ଶୁଣି ବୁଝି ପାରିଲେ ନାହିଁ।

Gade chapit la Kopi




ପ୍ରେରିତ 22:9
4 Referans Kwoze  

ଯେଉଁ ଲୋକମାନେ ତାହାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶବ୍ଦ ଶୁଣି କାହାରିକି ନ ଦେଖିବାରୁ ଅବାକ୍ ହୋଇ ରହିଲେ ।


ପୁଣି, ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣା ଆପଣାକୁ ଲୁଚାଇବା ପାଇଁ ପଳାଇଲେ।


ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋ' ସହଯାତ୍ରୀମାନଙ୍କ ଚତୁର୍ଦିଗରେ ପ୍ରକାଶମାନ ହେବାର ଦେଖିଲି ।


Swiv nou:

Piblisite


Piblisite