Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:16 - ଓଡିଆ ବାଇବେଲ

16 କିନ୍ତୁ ପାଉଲଙ୍କ ଭଣଜା ସେମାନଙ୍କର ଛକି ରହିବା କଥା ଶୁଣି ଆସି ଗଡ଼ ମଧ୍ୟରେ ପ୍ରବେଶ କରି ପାଉଲଙ୍କୁ ଜଣାଇଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ପାଉଲଙ୍କ ଭଣଜା ସେମାନଙ୍କର ଛକି ରହିବା କଥା ଶୁଣି ଆସି ଗଡ଼ ମଧ୍ୟରେ ପ୍ରବେଶ କରି ପାଉଲଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 କିନ୍ତୁ ପାଉଲଙ୍କ ଭଣଜା ଏହି ଚକ୍ରାନ୍ତ କଥା ଶୁଣି, ଦୁର୍ଗ ଭିତରକୁ ଯାଇ ପାଉଲଙ୍କୁ ଏହା ଜଣାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ପାଉଲଙ୍କ ଭଣଜା ସେମାନଙ୍କର ଛକି ରହିବା କଥା ଶୁଣିଲେ ଏବଂ ଆସି ଗଡ଼ ମଧ୍ୟରେ ପ୍ରବେଶ କରି ପାଉଲଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ

16 ପାଉଲଙ୍କର ଭଣଜା ଏ ଷଡ଼ଯନ୍ତ୍ର ବିଷୟରେ ଶୁଣିଲେ। ସେ ସେନାମାନଙ୍କ ସୈନ୍ୟନିବାସକୁ ଯାଇ ପାଉଲଙ୍କୁ ଏ ବିଷୟରେ କହିଲେ।

Gade chapit la Kopi




ପ୍ରେରିତ 23:16
12 Referans Kwoze  

ଏହି ପ୍ରକାରେ ମହା ବିବାଦ ଘଟନ୍ତେ, କାଳେ ପାଉଲ ସେମାନଙ୍କ ଦ୍ୱାରା ଖଣ୍ଡବିଖଣ୍ଡ ହେବେ, ଏହି ଭୟରେ ସହସ୍ର ସେନାପତି ସେମାନଙ୍କ ମଧ୍ୟରୁ ତାହାଙ୍କୁ ବଳପୂର୍ବକ ଗଡ଼ ଭିତରକୁ ନେଇ ଆସିବା ପାଇଁ ସୈନ୍ୟମାନଙ୍କୁ ଯିବାକୁ ଆଦେଶ ଦେଲେ ।


କାରଣ ଏହି ଜଗତର ଜ୍ଞାନ ଈଶ୍ୱରଙ୍କ ନିକଟରେ ମୂର୍ଖତା । ଯେଣୁ ଲେଖା ଅଛି," ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି";


ପରଦିନ ସେମାନେ ଅଶ୍ୱାରୋହୀମାନଙ୍କୁ ତାହାଙ୍କ ସାଙ୍ଗରେ ଯିବା ପାଇଁ ଛାଡ଼ିଦେଇ ଗଡ଼କୁ ଫେରିଗଲେ ।


ସେଥିରେ ଲୋକମାନଙ୍କ ମଧ୍ୟରୁ କେହି ଏକଥା, କେହି କେହି ସେ କଥା କହି ଚିତ୍କାର କରିବାକୁ ଲାଗିଲେ । ଆଉ, ସେ ଗଣ୍ଡଗୋଳର କାରଣ ନିଶ୍ଚୟରୂପେ କିଛି ଜାଣି ନ ପାରିବାରୁ, ତାଙ୍କୁ ଗଡ଼କୁ ନେଇଯିବା ପାଇଁ ଆଦେଶ ଦେଲେ ।


ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି ?


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି ଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ।


ସେହି ସମୟରେ ଯୋନାଥନ ଓ ଅହୀମାସ୍‍ ଐନ୍‍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ବାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ବାଦ ଦେଉଥା’ନ୍ତି।


ସେମାନେ ପାଉଲଙ୍କୁ ଗଡ଼ ଭିତରକୁ ନେଇଯିବା ପାଇଁ ଚେଷ୍ଟା କରିବା ସମୟରେ, ସେ ସହସ୍ର-ସେନାପତିଙ୍କୁ କହିଲେ, ମୁଁ ଆପଣଙ୍କୁ କିଛି କହିପାରେ କି ? ସେଥିରେ ସେ କହିଲେ ତୁମ୍ଭେ କି ଗ୍ରୀକ୍ ଜାଣ ?


ସେଥିରେ ପାଉଲ ଜଣେ ଶତ ସେନାପତିଙ୍କୁ ଡାକି କହିଲେ, ଏହି ଯୁବାଙ୍କୁ ସହସ୍ର ସେନାପତିଙ୍କ ନିକଟକୁ ନେଇ ଯାଆନ୍ତୁ, କାରଣ ତାହାଙ୍କୁ ଜଣାଇବା ନିମନ୍ତେ ଏହାର କିଛି କଥା ଅଛି ।


ପୁଣି, ସେ ଶତସେନାପତିଙ୍କି ତାଙ୍କର କୌଣସି ଆତ୍ମୀୟ ସ୍ୱଜନଙ୍କୁ ତାହାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି, ତାଙ୍କୁ ବନ୍ଦୀରୂପେ ରକ୍ଷା କରି ତାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ ।


ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମସ୍ଥାନ ଲୁଟ କର ନାହିଁ।


Swiv nou:

Piblisite


Piblisite