Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:8 - ଓଡିଆ ବାଇବେଲ

8 କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାଁନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ ନାହିଁ, କିମ୍ଵା ଦୂତ ଅବା ଆତ୍ମା ନାହିଁ ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ଵୀକାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 (କାରଣ ସାଦ୍ଦୁକୀମାନଙ୍କ ମତରେ ମୃତମାନଙ୍କ ପୁନରୁତ୍ଥାନ ନାହିଁ, ସ୍ୱର୍ଗଦୂତ ବା ଆତ୍ମାମାନଙ୍କର ଅସ୍ତିତ୍ୱ ନାହିଁ; କିନ୍ତୁ ଫାରୁଶୀମାନେ ଏହି ତିନୋଟି ବିଷୟରେ ବିଶ୍ୱାସ କରନ୍ତି।)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି ଯେ ମୃତ ଲୋକମାନଙ୍କର ପୁନରୁ‌‌ତ୍‌‌ଥାନ ହୁଏ ନାହିଁ କି କୌଣସି ସ୍ୱର୍ଗଦୂତ କିଅବା ଆତ୍ମା କେହି ନାହାନ୍ତି। କିନ୍ତୁ ଫାରୂଶୀମାନେ ଏ ଦୁଇଟି ବିଷୟକୁ ବିଶ୍ୱାସ କରନ୍ତି।

Gade chapit la Kopi




ପ୍ରେରିତ 23:8
6 Referans Kwoze  

ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,


ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ,


ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,


ସେମାନେ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;


ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ, ଓ ସଭାରେ ଦଳଭେଦ ଘଟିଲା ।


ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି ?


Swiv nou:

Piblisite


Piblisite