Biblia Todo Logo
Bib sou entènèt

- Piblisite -




ପ୍ରେରିତ 24:12 - ଓଡିଆ ବାଇବେଲ

12 ଆଉ ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ବା ଜନତାକୁ ମତାଇବାର ଦେଖି ନାହାଁନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ଵା ଜନତାକୁ ମତାଇବାର ଦେଖି ନାହାନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ମନ୍ଦିରରେ କାହାରି ସହିତ ମୋତେ ଯୁକ୍ତିତର୍କ କରୁଥିବା ଇହୁଦୀମାନେ ଦେଖି ନ ଥିଲେ କିମ୍ବା ସମାଜ ଗୃହମାନଙ୍କରେ ଅବା ସହରର ଅନ୍ୟ କୌଣସି ସ୍ଥାନରେ ମୋତେ ଲୋକମାନଙ୍କୁ ବତାଉ ଥିବାର ଦେଖି ନ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ବା ଜନତାକୁ ମତାଇବାର ଦେଖି ନାହାନ୍ତି,

Gade chapit la Kopi

ପବିତ୍ର ବାଇବଲ

12 ସେମାନେ ମୋତେ ମନ୍ଦିରରେ ବା କୌଣସି ସମାଜଗୃହରେ ବା ସହରରେ କାହାରି ସହ ଯୁକ୍ତିତର୍କ କରିବା ବା ଭିଡ଼ ଜମେଇବାର ଦେଖି ନାହାନ୍ତି।

Gade chapit la Kopi




ପ୍ରେରିତ 24:12
6 Referans Kwoze  

ସେଥିରେ ପାଉଲ ଆପଣା ପକ୍ଷ ସମର୍ଥନ କରି କହିଲେ, ଯିହୂଦୀମାନଙ୍କ ମୋଶାଙ୍କ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ ।


ତିନି ଦିନ ପରେ ସେ ଯିହୂଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି ।


ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଆସିଆର କେତେକ ଯିହୂଦୀ ଥିଲେ;


କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;


ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି ।


ମୋତେ କାହିଁକି ପଚାରୁଅଛନ୍ତି ? ମୁଁ ସେମାନଙ୍କୁ କ'ଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହି ସବୁ ଜାଣନ୍ତି ।


Swiv nou:

Piblisite


Piblisite