ପ୍ରେରିତ 24:8 - ଓଡିଆ ବାଇବେଲ8 ଆଉ ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆଦେଶ ଦେଲେ । ଏହି ଯେ ସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହି ସବୁ ଅବଗତ ହୋଇ ପାରିବେ । Gade chapit laପବିତ୍ର ବାଇବଲ (Re-edited) - (BSI)8 ଆଉ, ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ନିମନ୍ତେ ଆଜ୍ଞା ଦେଲେ ]। ଏହି ଯେସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହିସବୁ ଅବଗତ ହୋଇ ପାରିବେ। Gade chapit laପବିତ୍ର ବାଇବଲ (CL) NT (BSI)8 ଆମେ ଏହା ବିରୁଦ୍ଧରେ ଯେଉଁ ସବୁ ଅଭିଯୋଗ କରୁଛୁ, ତାହା ଆପଣ ନିଜେ ଏହି ଲୋକକୁ ଜେରା କରି ଜାଣିପାରିବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆଦେଶ ଦେଲେ। ଏହି ଯେ ସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହିସବୁ ଅବଗତ ହୋଇପାରିବେ। Gade chapit laପବିତ୍ର ବାଇବଲ8 ଆପଣ ନିଜେ ତାକୁ ପରୀକ୍ଷା କରି ତାହାଠାରୁ ଆମ୍ଭେ ତାଙ୍କ ବିରୁଦ୍ଧରେ କରିଥିବା ସମସ୍ତ ଅଭିଯୋଗର ସତ୍ୟାସତ୍ୟ ଜାଣି ପାରିବେ।” Gade chapit la |