ପ୍ରେରିତ 26:13 - ଓଡିଆ ବାଇବେଲ13 ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋ' ସହଯାତ୍ରୀମାନଙ୍କ ଚତୁର୍ଦିଗରେ ପ୍ରକାଶମାନ ହେବାର ଦେଖିଲି । Gade chapit laପବିତ୍ର ବାଇବଲ (Re-edited) - (BSI)13 ହେ ରାଜନ୍, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ, ମୋହର ଓ ମୋʼ ସହଯାତ୍ରୀମାନଙ୍କ ଚତୁର୍ଦ୍ଦିଗରେ ପ୍ରକାଶମାନ ହେବାର ଦେଖିଲି। Gade chapit laପବିତ୍ର ବାଇବଲ (CL) NT (BSI)13 ହେ ରାଜନ୍, ହଠାତ୍ ଦିନେ ମଧ୍ୟାହ୍ନ ସମୟରେ ରାଜପଥ ଉପରେ ମୁଁ ସୂର୍ଯ୍ୟାଲୋକଠାରୁ ଏକ ଅଧିକ ତେଜୋମୟ ଆଲୋକ ଦେଖିଲି, ଆକାଶରୁ ସେହି ଆଲୋକ ଆସି ମୋର ଓ ମୋ’ ସହଯାତ୍ରୀମାନଙ୍କ ଚତୁର୍ଦ୍ଦିଗରେ ଉଦ୍ଭାସିତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋʼ ସହଯାତ୍ରୀମାନଙ୍କ ଚତୁଃଦିଗରେ ପ୍ରକାଶମାନ ହେବାର ଦେଖିଲି। Gade chapit laପବିତ୍ର ବାଇବଲ13 ମୁଁ ଦମ୍ମେସକକୁ ଯାଉଥିଲି। ସେତେବେଳେ ଖରାବେଳ ହୋଇଥିଲା। ହଠାତ୍ ମୁଁ ଆକାଶରେ ଗୋଟିଏ ଆଲୋକ ଦେଖିଲି। ସେହି ଆଲୋକ ସୂର୍ଯ୍ୟଙ୍କଠାରୁ ମଧ୍ୟ ଆହୁରି ଉଜ୍ଜ୍ୱଳ ଥିଲା। ତାହା ମୋର ଓ ମୋ’ ସହିତ ଯାଉଥିବା ଲୋକଙ୍କ ଗ୍ଭରିପଟେ ଝଲକୁ ଥିଲା। Gade chapit la |