Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:6 - ଓଡିଆ ବାଇବେଲ

6 ସେଠାରେ ଶତସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେଠାରେ ଶତସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍ଜାଣ୍ତ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସେଠାରେ ଉକ୍ତ ସେନାପତି ଆଲେକ୍‌ଜାଣ୍ଡ୍ରିଆର ଏକ ଜାହାଜ ଇଟାଲୀକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବାର ଦେଖି ଆମ୍ଭମାନଙ୍କୁ ସେଥିରେ ବସାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେଠାରେ ଶତ-ସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ।

Gade chapit la Kopi

ପବିତ୍ର ବାଇବଲ

6 ସେଠାରେ ଯୂଲିଅ ଆଲେ‌କ୍‌ଜାଣ୍ଡ୍ରିୟାର ଜାହାଜଟିଏ ଇତାଲିଆକୁ ଯାଉଥିବାର ପାଇଲେ ସେ ଆମ୍ଭମାନଙ୍କୁ ସେଥିରେ ଚଢ଼ାଇ ଦେଲେ।

Gade chapit la Kopi




ପ୍ରେରିତ 27:6
5 Referans Kwoze  

ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ୱୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ ।


ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ରାଜକୀୟ ସୈନ୍ୟଦଳର ଯୂଲିଅ ନାମକ ଜଣେ ଶତସେନାପତିଙ୍କ ହସ୍ତରେ ସମର୍ପିତ ହେଲେ ।


ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୂଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକ୍‌ଜାଣ୍ଡ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ ।


କିନ୍ତୁ ଲିବର୍ତ୍ତୀନ, କୂୂରୀଣୀୟ ଓ ଅାଲେକଜାଣ୍ଡ୍ରୀୟମାନଙ୍କ ନାମରେ ଖ୍ୟାତ ଯିହୂଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଆସିଆନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,


ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୂଦୀଙ୍କ ଦେଖାପାଇଲେ, ପନ୍ତ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୂଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ । ସେ ସେମାନଙ୍କ ସହିତ ସାକ୍ଷାତ୍ କରିବାକୁ ଗଲେ,


Swiv nou:

Piblisite


Piblisite