ପ୍ରେରିତ 3:18 - ଓଡିଆ ବାଇବେଲ18 କିନ୍ତୁ ଈଶ୍ୱର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହି ସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି । Gade chapit laପବିତ୍ର ବାଇବଲ (Re-edited) - (BSI)18 କିନ୍ତୁ ଈଶ୍ଵର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ଵାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହିପ୍ରକାରେ ସଫଳ କରିଅଛନ୍ତି। Gade chapit laପବିତ୍ର ବାଇବଲ (CL) NT (BSI)18 ବହୁପୂର୍ବେ ସମସ୍ତ ଭାବବାଦୀମାନଙ୍କୁ ମୁଖରେ ଈଶ୍ୱର ଘୋଷଣା କରିଥିଲେ ଯେ, ମସୀହଙ୍କୁ ଦୁଃଖଭୋଗ କରିବାକୁ ହେବ। ଏହିପରି ଭାବର ବର୍ତ୍ତମାନ ତାହା ସଫଳ ହୋଇଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କିନ୍ତୁ ଈଶ୍ବର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି। Gade chapit laପବିତ୍ର ବାଇବଲ18 ଈଶ୍ୱର ଖ୍ରୀଷ୍ଟଙ୍କର ଦୁଃଖ ଭୋଗିବା ବିଷୟରେ ପୂର୍ବରୁ ସବୁ କଥା ଭାବବାଦୀମାନଙ୍କ ମୁଖଦ୍ୱାରା କହି ସାରିଥିଲେ। ବର୍ତ୍ତମାନ ପରମେଶ୍ୱର ଏ ସବୁ ଘଟଣା ଘଟାଉଛନ୍ତି। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।