ପ୍ରେରିତ 3:23 - ଓଡିଆ ବାଇବେଲ23 କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ । Gade chapit laପବିତ୍ର ବାଇବଲ (Re-edited) - (BSI)23 କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Gade chapit laପବିତ୍ର ବାଇବଲ (CL) NT (BSI)23 ଯେ କେହି ସେହି ଭାବବାଦୀଙ୍କ ବାକ୍ୟ ପାଳନ ନ କରେ, ତାକୁ ଈଶ୍ୱରଙ୍କ ଲୋକମାନଙ୍କଠାରୁ ପୃଥକ୍ କରି ବିନଷ୍ଟ କରାଯିବ।’’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ। Gade chapit laପବିତ୍ର ବାଇବଲ23 ଯେଉଁ ଲୋକ ତାହାଙ୍କ କଥାର ବାଧ୍ୟ ହେବ ନାହିଁ ତା'ର ମୃତ୍ୟୁ ଘଟିବ ଓ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରୁ ସେ ବିଚ୍ଛିନ୍ନ କରି ଦିଆଯିବ।’ Gade chapit la |