Biblia Todo Logo
Bib sou entènèt

- Piblisite -




ପ୍ରେରିତ 3:7 - ଓଡିଆ ବାଇବେଲ

7 ପୁଣି, ସେ ତା'ର ଡାହାଣ ହାତ ଧରି ତାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତା'ର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ସେ ତାʼର ଡାହାଣ ହାତ ଧରି ତାକୁ ଉଠାଇଲେ; ସେଥିରେ ତତ୍କ୍ଷଣାତ୍ ତାʼର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଏହା କହି ସେ ତା’ର ଡାହାଣ ହାତ ଧରି ଉଠାଇଲେ। ସେହିକ୍ଷଣି ଲୋକଟିର ପାଦ ଓ ବଳାଗଣ୍ଠିସବୁ ବଳିଷ୍ଠ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେ ତାହାର ଡାହାଣ ହାତ ଧରି ତାହାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତାହାର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,

Gade chapit la Kopi

ପବିତ୍ର ବାଇବଲ

7 ଏହା କହି ପିତର ତା'ର ଡାହାଣ ହାତ ଧରି ଉଠେଇଲେ। ସଙ୍ଗେ ସଙ୍ଗେ ତା’ ଗୋଡ଼ ଓ ପାଦ ଶକ୍ତ ହୋଇଗଲା। ସେ ଡେଇଁ ପଡ଼ି ଗ୍ଭଲିବାକୁ ଆରମ୍ଭ କଲା

Gade chapit la Kopi




ପ୍ରେରିତ 3:7
9 Referans Kwoze  

ସେଥିରେ ସେ ପାଖକୁ ଯାଇ ତାଙ୍କ ହସ୍ତ ଧରି ତାଙ୍କୁ ଉଠାଇଲେ, ଆଉ ତାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେମାନଙ୍କ ସେବା କରିବାକୁ ଲାଗିଲେ ।


ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ ।


କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା ।


ଆଉ ପିଲାର ହାତ ଧରି ତାହାକୁ କହିଲେ, 'ଟଲିଥାକୁମ୍', ଅର୍ଥାତ୍ ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍ ।


ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା ।


କିନ୍ତୁ ପିତର କହିଲେ, "ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମରେ ଚାଲ ।"


ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ୱରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା ।


ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ,ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି ?


କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂୂଶାଲମ ନିବାସୀସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;


Swiv nou:

Piblisite


Piblisite