Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:18 - ଓଡିଆ ବାଇବେଲ

18 ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ରୂପେ ସେମାନଙ୍କୁ ଅାଜ୍ଞା ଦେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ ରୂପେ ଆଜ୍ଞା ଦେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ତେଣୁ ସେମାନେ ପିତର ଓ ଯୋହନଙ୍କୁ ପୁନର୍ବାର ଭିତରକୁ ଡକାଇଲେ ଏବଂ ଆଉ କେବେହେଲେ ଯୀଶୁଙ୍କ ନାମରେ କୌଣସି କଥା ନ କହିବାକୁ ଓ ଶିକ୍ଷା ନ ଦେବାକୁ ସତର୍କ କରାଇ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ରୂପେ ସେମାନଙ୍କୁ ଅାଜ୍ଞା ଦେଲେ।

Gade chapit la Kopi

ପବିତ୍ର ବାଇବଲ

18 ତେଣୁ ସେମାନେ ପ୍ରେରିତମାନଙ୍କୁ ଭିତରକୁ ଡାକିଲେ ଓ ଯୀଶୁଙ୍କ ନାମରେ କୌଣସି କଥା ବା ଉପଦେଶ ନ ଦେବା ପାଇଁ ଆଦେଶ ଦେଲେ।

Gade chapit la Kopi




ପ୍ରେରିତ 4:18
7 Referans Kwoze  

ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ି ଦେଲେ ।


"ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ" ।


କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।"


ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ମିସ୍ରୀୟ ରାଜାଙ୍କର ଆଜ୍ଞା ଅନୁସାରେ ନ କରି ପୁତ୍ରସନ୍ତାନମାନଙ୍କୁ ଜୀବିତ ରଖିଲେ।


ମାତ୍ର ବେଥେଲ୍‍ରେ ପୁନର୍ବାର ଆଉ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”


"ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ", ତଥାପି "ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ ।"


Swiv nou:

Piblisite


Piblisite