ପ୍ରେରିତ 4:34 - ଓଡିଆ ବାଇବେଲ34 ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)34 ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦତଳେ ଥୋଉଥିଲେ, Gade chapit laପବିତ୍ର ବାଇବଲ (CL) NT (BSI)34 ସେମାନଙ୍କ ଦଳରେ କୌଣସି ବ୍ୟକ୍ତି ଅଭାବଗ୍ରସ୍ତ ନ ଥିଲା। ଯେଉଁମାନଙ୍କର ଜମି ଓ ଘର ଥିଲା, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ, Gade chapit laପବିତ୍ର ବାଇବଲ34 ସେମାନଙ୍କ ମଧ୍ୟରେ କାହାର କିଛି ଅଭାବ ନ ଥିଲା। ଯାହାର ଘର ବା ଜମି ଥିଲା, ସେ ତାହାକୁ ବିକ୍ରୀ କରି ଦେଉଥିଲା। Gade chapit la |