Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:10 - ଓଡିଆ ବାଇବେଲ

10 ସେହିକ୍ଷଣୀ ସେ ତାହାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ୱାମୀ ପାଖରେ ତାହାକୁ ସମାଧି ଦେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତତ୍କ୍ଷଣାତ୍ ସେ ତାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ଵାମୀ ପାଖରେ ତାହାକୁ ସମାଧି ଦେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସେହିକ୍ଷଣି ସେ ପିତରଙ୍କ ଗୋଡ଼ ପାଖରେ ପଡ଼ି ପ୍ରାଣ ହରାଇଲା। ଯୁବକମାନେ ଭିତରକୁ ଆସି ତାକୁ ମୃତ ଥିବା ଦେଖି ତାକୁ ବୋହି ନେଇଗଲେ ଏବଂ ତା’ର ସ୍ୱାମୀର ସମାଧି ନିକଟରେ ତାକୁ ସମାଧିସ୍ଥ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେହିକ୍ଷଣି ସେ ତାହାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ୱାମୀ ପାଖରେ ତାହାକୁ ସମାଧି ଦେଲେ।

Gade chapit la Kopi

ପବିତ୍ର ବାଇବଲ

10 ସେ ସ୍ତ୍ରୀଲୋକଟି ମଧ୍ୟ ତାହାଙ୍କ ପାଦତଳେ ପଡ଼ି ମରିଗଲା। ତା'ପରେ ଯୁବକମାନେ ଭିତରକୁ ଆସିଲେ ଓ ତାହାକୁ ମୃତ ଦେଖି ବାହାରକୁ ନେଇଗଲେ ଓ ତାହାର ସ୍ୱାମୀ ପାଖରେ ତାହାକୁ କବର ଦେଲେ।

Gade chapit la Kopi




ପ୍ରେରିତ 5:10
2 Referans Kwoze  

ଏହି ସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା । ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ ।


ପୁଣି, ମୁଁ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ ବନାୟର ପୁତ୍ର ପ୍ଲଟୀୟ ମଲା। ତହିଁରେ ମୁଁ ଉବୁଡ଼ ହୋଇ ପଡ଼ି ଉଚ୍ଚସ୍ୱରରେ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ତୁମ୍ଭେ କି ଇସ୍ରାଏଲର ଅବଶିଷ୍ଟାଂଶକୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ ?”


Swiv nou:

Piblisite


Piblisite