ପ୍ରେରିତ 5:5 - ଓଡିଆ ବାଇବେଲ5 ଏହି ସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା । ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ । Gade chapit laପବିତ୍ର ବାଇବଲ (Re-edited) - (BSI)5 ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ ପାଇଲେ। Gade chapit laପବିତ୍ର ବାଇବଲ (CL) NT (BSI)5 ହନନୀୟ ଏହି କଥା ଶୁଣିବାକ୍ଷଣି ତଳେ ପଡ଼ି ପ୍ରାଣ ହରାଇଲା; ଆଉ ଯେଉଁମାନେ ଏହି କଥା ଶୁଣିଲେ, ମୋନେ ସମସ୍ତେ ଭୟଭୀତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ। Gade chapit laପବିତ୍ର ବାଇବଲ5 ଏ କଥା ଶୁଣିବା ମାତ୍ରେ ହନନିୟ ଭୂମିରେ ପଡ଼ି ମରିଗଲା। ଏ କଥା ଶୁଣି ଲୋକମାନେ ବହୁତ ଡରିଗଲେ। Gade chapit la |