Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:6 - ଓଡିଆ ବାଇବେଲ

6 ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଦଳର ଯୁବକମାନେ ହନନୀୟର ମୃତ ଦେହକୁ ଲୁଗାରେ ଗୁଡ଼ାଇ ବାହାରକୁ ନେଇଗଲେ ଓ ସମାଧିସ୍ଥ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ।

Gade chapit la Kopi

ପବିତ୍ର ବାଇବଲ

6 ତା'ପରେ ଯୁବକମାନେ ତାହାକୁ ଲୁଗାରେ ଗୁଡ଼େଇ ନେଇ ବାହାରକୁ ଗ୍ଭଲିଗଲେ ଓ କବର ଦେଲେ।

Gade chapit la Kopi




ପ୍ରେରିତ 5:6
5 Referans Kwoze  

ସେମାନେ ଯୀଶୁଙ୍କର ଶରୀର ଘେନି ଯିହୂଦୀମାନଙ୍କର ସମାଧି ଦେବା ରୀତି ଅନୁସାରେ ତାହା ସୁଗନ୍ଧିଦ୍ରବ୍ୟ ସହିତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇଦେଲେ ।


ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।


ତେବେ ତାହାର ଶବ ରାତ୍ରିସାରା ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହିଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ୱରଙ୍କ ଅଭିଶାପ ପାତ୍ର ଅଟେ। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ।


ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କ'ଣ ଘଟିଅଛି, ତାହା ସେ ଜାଣି ନ ଥିଲା ।


Swiv nou:

Piblisite


Piblisite