Biblia Todo Logo
Bib sou entènèt

- Piblisite -




ପ୍ରେରିତ 6:4 - ଓଡିଆ ବାଇବେଲ

4 କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପରିଚର୍ଯ୍ୟାରେ ଏକାଗ୍ରଭାବେ ଲାଗିରହିବା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ତାହାହେଲେ ପ୍ରାର୍ଥନା ଓ ପ୍ରଚାର କାର୍ଯ୍ୟରେ ଆମେ ସଂପୂର୍ଣ୍ଣ ସମୟ ଦେଇପାରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା।

Gade chapit la Kopi

ପବିତ୍ର ବାଇବଲ

4 ତେବେ ଆମ୍ଭେମାନେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନାରେ ଦେଇ ପାରିବୁ।”

Gade chapit la Kopi




ପ୍ରେରିତ 6:4
18 Referans Kwoze  

ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରିୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ ।


ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ ।


ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର ।


କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ୱରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇ ପାରେ,


ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ ।


କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାଁନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;


ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ


କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର ।


ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ୱରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ ।


ପରେ ତାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ ।


Swiv nou:

Piblisite


Piblisite