ପ୍ରେରିତ 6:7 - ଓଡିଆ ବାଇବେଲ7 ଏଣୁ ଈଶ୍ୱରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (Re-edited) - (BSI)7 ଏଥିଉତ୍ତାରେ ଈଶ୍ଵରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ଵାସମାର୍ଗ ଅବଲମ୍ଵନ କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (CL) NT (BSI)7 ଏହିପରି ଭାବରେ ଈଶ୍ୱରଙ୍କ ବାକ୍ୟ ପ୍ରସାର ଲାଭ କଲା। ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅଧିକରୁ ଅଧିକ ବଢ଼ିବାକୁ ଲାଗିଲା; ବହୁସଂଖ୍ୟକ ଯାଜକ ମଧ୍ୟ ଖ୍ରୀଷ୍ଟ ବିଶ୍ୱାସୀ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ଈଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମ ସହରରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ7 ଏହିପରି ଭାବରେ ପରମେଶ୍ୱରଙ୍କର ବାକ୍ୟ ଗ୍ଭରିଆଡ଼େ ବ୍ୟାପିଗଲା। ଯିରୁଶାଲମରେ ଶିଷ୍ୟମାନଙ୍କର ସଂଖ୍ୟା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ୟରୁ ଅନେକ ବିଶ୍ୱାସ କଲେ ଓ ପାଳନ କଲେ। Gade chapit la |