Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:1 - ଓଡିଆ ବାଇବେଲ

1 ସେଥିରେ ମହାଯାଜକ ପଚାରିଲେ,ଏହି ସମସ୍ତ ଅଭିଯୋଗ କି ସତ୍ୟ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେଥିରେ ମହାଯାଜକ ପଚାରିଲେ, ଏହିସମସ୍ତ କଥା କି ସତ୍ୟ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ପ୍ରଧାନ ଯାଜକ ସ୍ତିଫାନଙ୍କୁ ପଚାରିଲେ, “ଏହା କ’ଣ ସତ୍ୟ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେଥିରେ ମହାଯାଜକ ପଚାରିଲେ, ଏହି ସମସ୍ତ ଅଭିଯୋଗ କି ସତ୍ୟ?

Gade chapit la Kopi

ପବିତ୍ର ବାଇବଲ

1 ମହାଯାଜକ ସ୍ତିଫାନଙ୍କୁ ପଗ୍ଭରିଲେ, “ଏସବୁ କଥା କ’ଣ ସତ୍ୟ?”

Gade chapit la Kopi




ପ୍ରେରିତ 7:1
7 Referans Kwoze  

ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ ।


ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ । ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣରେ ବାସ କରିବା ପୂୂର୍ବେ ଯେତେବେଳେ ସେ ମେସପଟାମିଆରେ ଥିଲେ,ସେତେବେଳେ ସେ ଗୌରବମୟ ଈଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ,


Swiv nou:

Piblisite


Piblisite