ପ୍ରେରିତ 7:16 - ଓଡିଆ ବାଇବେଲ16 ଆଉ ସେମାନେ ଶିଖିମକୁ ନିଆଯାଇ, ଅବ୍ରହାମ ସେଠାର ହମୋର ସନ୍ତାନମାନଙ୍କଠାରୁ ଯେଉଁ ସମାଧି ରୌପ୍ୟ ମୂୂଲ୍ୟ ଦେଇ କ୍ରୟ କରିଥିଲେ, ସେଥିରେ ସମାଧିସ୍ଥ ହେଲେ । Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ, ସେମାନେ ଶିଖିମକୁ ନିଆଯାଇ, ଅବ୍ରହାମ ସେଠାର ହମୋର ସନ୍ତାନମାନଙ୍କଠାରୁ ଯେଉଁ ସମାଧି ରୌପ୍ୟ ମୂଲ୍ୟ ଦେଇ କ୍ରୟ କରିଥିଲେ, ସେଥିରେ ସମାଧିସ୍ଥ ହେଲେ। Gade chapit laପବିତ୍ର ବାଇବଲ (CL) NT (BSI)16 ସେମାନଙ୍କର ମୃତ ଦେହ ଶିଖେମକୁ ନିଆଗଲା ଓ ଅବ୍ରହାମ ହାମୋରା ଲୋକମାନଙ୍କଠାରୁ କିଣିଥିବା କବର ସ୍ଥାନରେ ସେମାନଙ୍କୁ ସମାଧି ଦିଆଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସେମାନଙ୍କ ମୃତ ଶରୀର, ଶିଖିମକୁ ନିଆଯାଇ, ଅବ୍ରହାମ ସେଠାକାର ହମୋର ସନ୍ତାନମାନଙ୍କଠାରୁ ଯେଉଁ ସମାଧି-ସ୍ଥାନକୁ ରୌପ୍ୟ ମୂଲ୍ୟ ଦେଇ କ୍ରୟ କରିଥିଲେ, ସେଥିରେ ସମାଧିସ୍ଥ ହେଲେ। Gade chapit laପବିତ୍ର ବାଇବଲ16 ସେମାନଙ୍କୁ ଶିଖିମକୁ ନିଆଯାଇ କବର ଦିଆଗଲା। ଶିଖିମର ଏହି କବର ସ୍ଥାନକୁ ଅବ୍ରହାମ ହମୋରର ପୁତ୍ରମାନଙ୍କ ପାଖରୁ କିଛି ରୂପାଟଙ୍କା ଦେଇ କିଣିଥିଲେ। Gade chapit la |