Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:57 - ଓଡିଆ ବାଇବେଲ

57 କିନ୍ତୁ ସେମାନେ ଉଚ୍ଚସ୍ୱରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ବନ୍ଦ କଲେ, ଆଉ ଏକସଙ୍ଗରେ ତାହାଙ୍କ ଉପରେ ମାଡ଼ିପଡ଼ିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

57 କିନ୍ତୁ ସେମାନେ ଉଚ୍ଚସ୍ଵରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ, ଆଉ ଏକଯୋଗରେ ତାଙ୍କ ଉପରେ ମାଡ଼ିପଡ଼ିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

57 ଚିକ୍ରାର କରି ମହାସଭାର ସଦସ୍ୟମାନେ ଏହି କଥା ନ ଶୁଣିବାକୁ କାନରେ ହାତ ଦେଲେ। ତା’ପରେ ସେମାନେ ଏକଜୁଟ ହୋଇ ତାଙ୍କ ଆଡ଼କୁ ମାଡ଼ି ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 କିନ୍ତୁ ସେମାନେ ଉଚ୍ଚସ୍ୱରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ବନ୍ଦ କଲେ, ଆଉ ଏକସଙ୍ଗରେ ତାହାଙ୍କ ଉପରେ ମାଡ଼ିପଡ଼ିଲେ,

Gade chapit la Kopi

ପବିତ୍ର ବାଇବଲ

57 ଏଥିରେ ଯିହୂଦୀ ନେତାମାନେ କାନରେ ହାତ ଦେଇ ଖୁବ୍ ଜୋ‌ର୍‌‌ରେ ପାଟି କଲେ। ସେମାନେ ଏକାଠି ହୋଇ ସ୍ତିଫାନଙ୍କ ଆଡ଼କୁ ଦୌଡ଼ିଲେ।

Gade chapit la Kopi




ପ୍ରେରିତ 7:57
8 Referans Kwoze  

ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।


ଯିହୂଦୀମାନେ ଏହି ଲୋକକୁ ଧରି ବଧ କରିବାକୁ ଯାଉଥିଵା ସମୟରେ ମୁଁ ସୈନ୍ୟମାନଙ୍କ ସହିତ ଯାଇ ସେ ଜଣେ ରୋମୀୟ ବୋଲି ଜାଣି ଏହାକୁ ଉଦ୍ଧାର କଲି ।


ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;


ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ ।


ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।


ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି ।


ପୁଣି, ସେମାନେ ତାହାଙ୍କ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ ।


Swiv nou:

Piblisite


Piblisite