Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:11 - ଓଡିଆ ବାଇବେଲ

11 ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ବିତ କରିଥିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେମାନେ ତାହାଙ୍କୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ଵାରା ସେମାନଙ୍କୁ ଆଚମ୍ଵିତ କରିଥିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ସେହି ଗୁଣି ବିଦ୍ୟା ବଳରେ ଅନେକ ଦିନ ଧରି ସେ ଶମିରୋଣୀୟମାନଙ୍କୁ ତା’ର ଅନୁଗତ କରି ରଖିଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ଭିତ କରିଥିଲା।

Gade chapit la Kopi

ପବିତ୍ର ବାଇବଲ

11 ଶିମୋନ ଲୋକମାନଙ୍କୁ ବହୁତ ସମୟ ପର୍ଯ୍ୟନ୍ତ ଯାଦୁ ବିଦ୍ୟାରେ ମୁ‌ଗ୍‌ଧ କରି ପାରୁଥିବା କଥା ସମସ୍ତେ ଶୁଣିଲେ।

Gade chapit la Kopi




ପ୍ରେରିତ 8:11
6 Referans Kwoze  

ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା ।


କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତି କି ଆଚମ୍ବିତ କରୁଥିଲା;


ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;


ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ’ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ’ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?


ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀକୁ ଦେଖିଲେ; ସେ ଜଣେ ଯିହୂଦୀ, ଆଉ ତାହାର ନାମ ବର୍ଯୀଶୁ ।


Swiv nou:

Piblisite


Piblisite