Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:8 - ଓଡିଆ ବାଇବେଲ

8 ସେଥିରେ ସେ ନଗରରେ ମହା ଆନନ୍ଦ ହେଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେଥିରେ ସେହି ନଗରରେ ମହା ଆନନ୍ଦ ହେଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଏଥିଲାଗି ସେହି ନଗରରେ ଗୋଟିଏ ଆନନ୍ଦ ଲହରୀ ଖେଳିଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେଥିରେ ସେ ନଗରରେ ମହା ଆନନ୍ଦ ହେଲା।

Gade chapit la Kopi

ପବିତ୍ର ବାଇବଲ

8 ଏଥି ଯୋଗୁଁ, ସେ ନଗରର ଲୋକମାନେ ବହୁତ ଖୁସୀ ହେଲେ।

Gade chapit la Kopi




ପ୍ରେରିତ 8:8
10 Referans Kwoze  

ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ ।


ଅଣଯିହୂଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ୱରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,


ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ ।


ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ ।


Swiv nou:

Piblisite


Piblisite