Biblia Todo Logo
Bib sou entènèt

- Piblisite -




କଲସୀୟ 1:11 - ଓଡିଆ ବାଇବେଲ

11 ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଧୈର୍ଯ୍ୟ ସହକାରେ ତୁମ୍ଭେମାନେ ଯେପରି ସବୁ ବିଷୟ ସହି ପାରିବ, ଏଥିପାଇଁ ତାଙ୍କର ଗୌରବମୟ ଶକ୍ତି ଦ୍ୱାରା ତୁମ୍ଭେମାନେ ବଳୀୟାନ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,

Gade chapit la Kopi

ପବିତ୍ର ବାଇବଲ

11 ଯେପରି ପରମେଶ୍ୱର ତାହାଙ୍କ ମହାନ୍ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ; ଯେ ତୁମ୍ଭେମାନେ ଧୈର୍ଯ୍ୟବାନ ହେବ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ। ତା'ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହେବ

Gade chapit la Kopi




କଲସୀୟ 1:11
26 Referans Kwoze  

ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,


ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ ।


ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;


ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ ।


ମାତ୍ର ମହାଶକ୍ତି ଯେ ଈଶ୍ୱରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;


ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;


ଏଠାରେ ସାଧୁମାନଙ୍କର, ଅର୍ଥାତ୍ ଯେଉଁମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ ।


ଜ୍ଞାନ ସହିତ ସଂଯମ, ସଂଯମ ସହିତ ଧୈର୍ଯ୍ୟ, ଧୈର୍ଯ୍ୟ ସହିତ ଧର୍ମପରାୟଣତା,


ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ; ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ଶତ୍ରୁକୁ ଚୂର୍ଣ୍ଣ କରେ,


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।"


ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, “କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।” ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।


ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ।


ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।


ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ୱର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର । ଆମେନ୍‍ ।


ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ ।


Swiv nou:

Piblisite


Piblisite