କଲସୀୟ 2:10 - ଓଡିଆ ବାଇବେଲ10 ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ । Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ଵରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ। Gade chapit laପବିତ୍ର ବାଇବଲ (CL) NT (BSI)10 ତାଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ତୁମେ ଜୀବନର ପୂର୍ଣ୍ଣତା ଲାଭ କରିପାରିବ। ଅନ୍ୟ ସମସ୍ତ ଶକ୍ତି ଓ ଆଧିପତ୍ୟ ଉପରେ ଖ୍ରୀଷ୍ଟଙ୍କର ପ୍ରଭୁତ୍ୱ ହିଁ ସର୍ବୋଚ୍ଚ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ। Gade chapit laପବିତ୍ର ବାଇବଲ10 ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ। Gade chapit la |