Biblia Todo Logo
Bib sou entènèt

- Piblisite -




କଲସୀୟ 2:5 - ଓଡିଆ ବାଇବେଲ

5 କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 କାରଣ ଶାରୀରିକଭାବେ ଅନୁପସ୍ଥିତ ଥିଲେ ସୁଦ୍ଧା, ଆତ୍ମିକ ଭାବରେ ମୁଁ ତୁମ୍ଭମାନଙ୍କ ସହିତ ଅଛି। ଖ୍ରୀଷ୍ଟଙ୍କ ଉପରେ ଦୃଢ଼ ବିଶ୍ୱାସ ରଖି ତୁମ୍ଭେମାନେ ଯେପରି ସୁଶୃଙ୍ଖଳିତ ହୋଇଛ, ତାହା ଦେଖି ମୁଁ ଆନନ୍ଦିତ। ଖ୍ରୀଷ୍ଟ ଓ ଜୀବନର ପୂର୍ଣ୍ଣତା

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ମୋହର ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି।

Gade chapit la Kopi

ପବିତ୍ର ବାଇବଲ

5 ମୁଁ ମୋ’ ଶରୀରରେ ତୁମ୍ଭ ସହିତ ସେଠାରେ ନାହିଁ, କିନ୍ତୁ ମୋର ଆତ୍ମା ସେଠାରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠାରେ ବଳିଷ୍ଠ ବିଶ୍ୱାସ ଦେଖି ପ୍ରସନ୍ନ ଅଟେ।

Gade chapit la Kopi




କଲସୀୟ 2:5
19 Referans Kwoze  

କିନ୍ତୁ, ହେ ଭାଇମାନେ, ଆମ୍ଭେମାନେ ହୃଦୟରେ ନୁହେଁ, ମାତ୍ର ଶରୀରରେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କଠାରୁ ବିଚ୍ଛିନ୍ନ ହୋଇଥିବାରୁ ତୁମ୍ଭମାନଙ୍କ ମୁଖ ଦେଖିବାକୁ ଅତ୍ୟନ୍ତ ଆକାଂକ୍ଷା ସହକାରେ ଅଧିକ ଚେଷ୍ଟା କରିଥିଲୁ ।


ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି ।


ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ ।


କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ ।


କିନ୍ତୁ ସମସ୍ତ ବିଷୟ ସୁନ୍ଦରତାରେ ଓ ଶୃଙ୍ଖଳତାନୁସାରେ କରାଯାଉ ।


ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,


କାରଣ ଆମ୍ଭେମାନେ ଏବେ ଜୀବିତ ଯଦି ତୁମ୍ଭେମାନେ ପ୍ରଭୁଙ୍କଠାରେ ସୁସ୍ଥିର ହୋଇଥାଅ ।


ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ ।


କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।


ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।


ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା।


କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାଁନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;


ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ଡ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି ।


ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ ।


ଏରୂପେ ତାହା ସହିତ ଯିବା ପାଇଁ ରୂତ ଦୃଢ଼ମନସ୍କ ଅଟେ, ଏହା ଦେଖି ସେ ତାହାକୁ ତର୍କ ନ କରି ଶାନ୍ତ ହେଲା।


ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ୱରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍‌ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି,ତାହା ତୁମ୍ଭେମାନେ ଜାଣ ।


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।”


Swiv nou:

Piblisite


Piblisite