Biblia Todo Logo
Bib sou entènèt

- Piblisite -




କଲସୀୟ 3:6 - ଓଡିଆ ବାଇବେଲ

6 ଏହି ସବୁ ହେତୁରୁ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହିସବୁ ହେତୁରୁ ଈଶ୍ଵରଙ୍କ କ୍ରୋଧ ବର୍ତ୍ତେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଏ ସବୁରେ ଲିପ୍ତ ରହି ଯେଉଁମାନେ ଈଶ୍ୱରଙ୍କ ଅବାଧ୍ୟ ହୁଅନ୍ତି, ସେମାନଙ୍କ ଉପରେ ଈଶ୍ୱରଙ୍କ କ୍ରୋଧ ପ୍ରଜ୍ଜ୍ୱଳିତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହିସବୁ ହେତୁରୁ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ,

Gade chapit la Kopi

ପବିତ୍ର ବାଇବଲ

6 ଏହି ବିଷୟ ଗୁଡ଼ିକ ପରମେଶ୍ୱରଙ୍କୁ କ୍ରୋଧିତ କରେ।

Gade chapit la Kopi




କଲସୀୟ 3:6
8 Referans Kwoze  

କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ ।


କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶିତ ହେଉଅଛି


ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ ।


ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,


ତୁମ୍ଭେମାନେ କାହାକୁ ଉପହାସ କରୁଅଛ ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ ?


Swiv nou:

Piblisite


Piblisite