Biblia Todo Logo
Bib sou entènèt

- Piblisite -




କଲସୀୟ 4:16 - ଓଡିଆ ବାଇବେଲ

16 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥି ନିମନ୍ତେ ଯତ୍ନ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ତଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥିନିମନ୍ତେ ଯନି କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ତୁମେ ଏହି ପତ୍ର ପଢ଼ି ସାରିବା ପରେ ଲାଉଦିସିଆ ମଣ୍ଡଳୀରେ ମଧ୍ୟ ଯେପରି ଏହା ପାଠ କରାଯାଏ, ତାହାର ବ୍ୟବସ୍ଥା କର। ଲାଉଦିସିଆ ମଣ୍ଡଳୀର ଭାଇମାନେ ତୁମ ପାଖକୁ ଯେଉଁ ପତ୍ର ପଠାଇବେ, ତାହା ମଧ୍ୟ ପାଠ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥିନିମନ୍ତେ ଯତ୍ନ କର।

Gade chapit la Kopi

ପବିତ୍ର ବାଇବଲ

16 ଏହି ପତ୍ରଟି ତୁମ୍ଭ ପାଖରେ ପଢ଼ା ଯାଇ ସାରିଲା ପରେ, ଲାଅଦିକୀଆର ମଣ୍ଡଳୀକୁ ଏହି ପତ୍ରଟି ପଢ଼ିବାକୁ ଦିଅ। ଲାଅଦିକୀଆକୁ ଯେଉଁ ପତ୍ର ମୁଁ ଲେଖୁଛି, ତାକୁ ମଧ୍ୟ ତୁମ୍ଭେମାନେ ପଢ଼।

Gade chapit la Kopi




କଲସୀୟ 4:16
6 Referans Kwoze  

ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି ।


ଆଉ ଯେବେ କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥି ନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;


କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାଁନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;


କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି ।


ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍‍ଫା ଓ ତାଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ ।


ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,


Swiv nou:

Piblisite


Piblisite