Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:1 - ଓଡିଆ ବାଇବେଲ

1 ପୁଣି, ମାଦୀୟ ଦାରୀୟାବସର ଅଧିକାରର ପ୍ରଥମ ବର୍ଷରେ ଆମ୍ଭେ ତାହାକୁ ସୁସ୍ଥିର ଓ ସବଳ କରିବା ପାଇଁ ଠିଆ ହେଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପୁଣି, ମାଦୀୟ ଦାରୀୟାବସର ଅଧିକାରର ପ୍ରଥମ ବର୍ଷରେ ଆମ୍ଭେ ତାହାକୁ ସୁସ୍ଥିର ଓ ସବଳ କରିବା ପାଇଁ ଠିଆ ହେଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପୁଣି, ମାଦୀୟ ଦାରୀୟାବସର ଅଧିକାରର ପ୍ରଥମ ବର୍ଷରେ ଆମ୍ଭେ ତାହାକୁ ସୁସ୍ଥିର ଓ ସବଳ କରିବା ପାଇଁ ଠିଆ ହେଲୁ।

Gade chapit la Kopi

ପବିତ୍ର ବାଇବଲ

1 “ପୁଣି ମାଦୀୟ ଦାରିୟାବସର ଅଧିକାରର ପ୍ରଥମ ବର୍ଷରେ ଆମ୍ଭେ ତାହାକୁ ସୁସ୍ଥିର ଓ ସବଳ କରିବା ପାଇଁ ଠିଆ ହେଲୁ।

Gade chapit la Kopi




ଦାନିୟେଲ 11:1
6 Referans Kwoze  

ମାଦୀୟ ବଂଶଜାତ ଅକ୍ଷଶ୍ୱେରଶର ପୁତ୍ର ଯେ ଦାରୀୟାବସ କଲ୍‍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ।


ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେହି ସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା।


ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ ।


ସେତେବେଳେ ମନୁଷ୍ୟର ଆକୃତିବିଶିଷ୍ଟ ଜଣେ ଲୋକ ପୁନର୍ବାର ମୋତେ ସ୍ପର୍ଶ କରି ସବଳ କଲେ।


ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।


ଦାରୀୟାବସ ସମୁଦାୟ ରାଜ୍ୟରେ ଏକଶତ ବିଂଶତି ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ


Swiv nou:

Piblisite


Piblisite