Biblia Todo Logo
Bib sou entènèt

- Piblisite -




ଦାନିୟେଲ 12:12 - ଓଡିଆ ବାଇବେଲ

12 ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ହଜାର ତିନିଶହ ପଞ୍ଚତ୍ରିଂଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ସହସ୍ର ତିନିଶତ ପଞ୍ଚତ୍ରିଂଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ହଜାର ତିନି ଶହ ପଞ୍ଚତିରିଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ

12 ଯେଉଁ ଲୋକ ଅପେକ୍ଷା କରିବ ଓ 1,335 ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ।

Gade chapit la Kopi




ଦାନିୟେଲ 12:12
8 Referans Kwoze  

ତହିଁରେ ସେ ମୋତେ କହିଲେ, ଦୁଇ ହଜାର ତିନି ଶହ ସନ୍ଧ୍ୟା ଓ ପ୍ରାତଃକାଳ ପର୍ଯ୍ୟନ୍ତ; ତହିଁ ଉତ୍ତାରେ ଧର୍ମଧାମ ପରିଷ୍କୃତ ହେବ।


ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।


ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ୱରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ ।


କାରଣ ଯଦି ସେମାନଙ୍କର ଦୂରୀକରଣ ଦ୍ୱାରା ଜଗତର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କ'ଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ ?


କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୂଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ ।


ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ୱରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା ।


ସେହି ପଶୁକୁ ଅହଂକାର ଓ ଈଶ୍ୱରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା ।


ପୁନର୍ବାର ତୁମ୍ଭେ ସେହି ସକଳ ଦିନ ସମାପ୍ତ କଲା ଉତ୍ତାରେ ଆପଣା ଡାହାଣ ପାର୍ଶ୍ୱରେ ଶୟନ କରି ଯିହୁଦା ବଂଶର ଅଧର୍ମ ବୋହିବ; ଚାଳିଶ ବର୍ଷର ଏକ ଏକ ବର୍ଷକୁ ଆମ୍ଭେ ତୁମ୍ଭ ପାଇଁ ଏକ ଏକ ଦିନ କରି ନିରୂପଣ କରିଅଛୁ।


Swiv nou:

Piblisite


Piblisite