ଦାନିୟେଲ 12:6 - ଓଡିଆ ବାଇବେଲ6 ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ ? Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଏକ ଜଣ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ କାଳ ଲାଗିବ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ?” Gade chapit laପବିତ୍ର ବାଇବଲ6 ଏବଂ ସେ ଶୁକ୍ଳବସ୍ତ୍ର ପରିହିତ ଓ ନଦୀର ଜଳ ଉପରିସ୍ଥ ଯେଉଁ ମନୁଷ୍ୟ, ତାହାଙ୍କୁ ଏକ ବ୍ୟକ୍ତି ପଗ୍ଭରିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟ ଘଟିବା ପାଇଁ କେତେକ ସମୟ ଲାଗିବ?” Gade chapit la |
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହି ସବୁ ବିଷୟ ଦୂତମାନେ ମଧ୍ୟ ପ୍ରକାଶ କରିବାକୁ ଇଚ୍ଛା କରନ୍ତି ।