ଦାନିୟେଲ 2:22 - ଓଡିଆ ବାଇବେଲ22 ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ। Gade chapit laପବିତ୍ର ବାଇବଲ (Re-edited) - (BSI)22 ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ। Gade chapit laପବିତ୍ର ବାଇବଲ22 ସେ ଗଭୀର ଓ ଗୁପ୍ତ ବିଷୟ ସବୁ ପ୍ରକାଶ କରି ପାରନ୍ତି। ଯେହେତୁ ଜ୍ୟୋତିଃ ତାଙ୍କ ନିକଟରେ ବାସ କରେ। ଅନ୍ଧକାରରେ ଯାହା ଅଛି ସେ ଜାଣନ୍ତି। Gade chapit la |
ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।